ବୁଧ ଚଳନ ; ଅଗଷ୍ଟ ୩୦ରୁ ଏହି ୫ ରାଶି ହେବେ ମାଲାମାଲ୍‌, ମିଳିବ ଏସବୁ ସଫଳତା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହ ବୁଦ୍ଧି, ବିଚାର ଓ ବ୍ୟବସାୟର କାରକ ବୋଲି ମାନ୍ୟତା ରହିଛି । ବୁଧଦେବ ନିର୍ଦ୍ଦିଷ୍ଟ ସମୟାନୁସାରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରି ଥାନ୍ତି । ୩୦ ଅଗଷ୍ଟରେ ବୁଧ ସିଂହ ରାଶିରେ ଚଳନ କରିବେ । ଜାଣନ୍ତୁ ଏହି ଚଳନ କାରଣରୁ କେଉଁ କେଉଁ ରାଶି ବ୍ୟକ୍ତି ବିଶେଷ ଭାଗ୍ୟବାନ୍‌ ହେବେ.. ମେଷ- ଏହି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଅନେକ କାର୍ଯ୍ୟରେ ସଫଳତା … Continue reading ବୁଧ ଚଳନ ; ଅଗଷ୍ଟ ୩୦ରୁ ଏହି ୫ ରାଶି ହେବେ ମାଲାମାଲ୍‌, ମିଳିବ ଏସବୁ ସଫଳତା