ବାସ୍‌ ଗୋଟିଏ ଦିନ ପରେ.. ନବପଞ୍ଚମ ଯୋଗ ଏହି ରାଶିଙ୍କୁ କୋଟିପତି କରିବେ ପ୍ରଭୁ ଗଣେଶ..

ଚଳିତ ବର୍ଷ ୨୭ ଅଗଷ୍ଟରେ ଅଗ୍ରପୂଜ୍ୟ ପ୍ରଭୁ ଗଣେଶଙ୍କ ପୂଜାର୍ଚ୍ଚନା କରାଯିବ । ଏହି ଦିନ ପ୍ରଭୁଙ୍କର ଉପାସନା କରାଯିବା ସହ ବିଶେଷ ଭାବେ ପୂଜାର୍ଚ୍ଚନା ମଧ୍ୟ କରାଯାଏ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଭାଦ୍ରବ ମାସର ଶୁକ୍ଳପକ୍ଷର ଚତୁର୍ଥୀ ତିଥିରେ ଗଣେଶ ଚତୁର୍ଥୀ ପର୍ବ ପାଳନ କରାଯାଇଥାଏ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏଥର ଗଣେଶ ଚତୁର୍ଥୀରେ ଅତ୍ୟନ୍ତ ଶୁଭ ସଂଯୋଗ ହେବାକୁ ଯାଉଛି । ଏହି ଦିନ ଶୁକ୍ର କର୍କଟ ରାଶିରେ ବିରାଜମାନ ହୋଇ … Continue reading ବାସ୍‌ ଗୋଟିଏ ଦିନ ପରେ.. ନବପଞ୍ଚମ ଯୋଗ ଏହି ରାଶିଙ୍କୁ କୋଟିପତି କରିବେ ପ୍ରଭୁ ଗଣେଶ..