ଆଉ ଅଳ୍ପ ଦିନ..୧୦୦ ବର୍ଷ ପରେ ପିତୃପକ୍ଷରେ ସୂର୍ଯ୍ୟପରାଗ ପୁଣି ଚନ୍ଦ୍ର ଗ୍ରହଣ; ଏହି ୩ ରାଶିଙ୍କୁ ମିଳିବ ବଡ ଖୁସି, ସଫଳତା, ହେବେ କୋଟିପତି..

ପିତୃପକ୍ଷରେ ପୂର୍ବପୁରୁଷଙ୍କୁ ସ୍ମରଣ କରିବା ସହ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ । ଏହି ଦିନ ପୂର୍ବପୁରୁଷଙ୍କ ଆତ୍ମାର ଶାନ୍ତି ପାଇଁ ସମର୍ପିତ ଏକ ମୁଖ୍ୟ ଦିନ । ଚଳିତ ବର୍ଷ ପିତୃପକ୍ଷ ୭ ସେପ୍ଟେମ୍ବରରୁ ଆରମ୍ଭ ହେବ । ଶାସ୍ତ୍ର ଅନୁସାରେ ଚଳିତ ବର୍ଷର ପିତୃପକ୍ଷ ଖୁବ୍‌ ଖାସ୍‌ । ପ୍ରାୟ ୧୦୦ ବର୍ଷ ପରେ ପିତୃପକ୍ଷରେ ଚନ୍ଦ୍ର ଗ୍ରହଣ ଓ ସୂର୍ଯ୍ୟ ପରାଗ ହେବାକୁ ଯାଉଛି । ଚନ୍ଦ୍ର ଗ୍ରହଣ ୭ ସେପ୍ଟେମ୍ବର ୨୦୨୫ରେ ହେବାକୁ … Continue reading ଆଉ ଅଳ୍ପ ଦିନ..୧୦୦ ବର୍ଷ ପରେ ପିତୃପକ୍ଷରେ ସୂର୍ଯ୍ୟପରାଗ ପୁଣି ଚନ୍ଦ୍ର ଗ୍ରହଣ; ଏହି ୩ ରାଶିଙ୍କୁ ମିଳିବ ବଡ ଖୁସି, ସଫଳତା, ହେବେ କୋଟିପତି..