www.samajalive.in
Wednesday, December 10, 2025
16.1 C
Bhubaneswar

୯ ଅକ୍ଟୋବରରୁ ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶୁକ୍ର ଧନ, ବୈଭବ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ବୋଲି କୁହାଯାଏ । ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବା ଦ୍ୱାରା ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ୯ ଅକ୍ଟୋବରରେ ଶୁକ୍ର ଗ୍ରହ ଚଳନ କରି କନ୍ୟା ରାଶିରେ ଚଳନ କରିବେ । ଏହି ଚଳନ କିଛି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଶୁଭଙ୍କର । ଜାଣନ୍ତୁ ସେହି ରାଶି ବିଷୟରେ..

ବୃଷ- ଏହି ରାଶିଙ୍କୁ ଅନେକ ଶୁଭଫଳ ମିଳିବ । ପରିଶ୍ରମର ଫଳ ମଧ୍ୟ ମିଳିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ବୈବାହିକ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ର ଓ ବ୍ୟବସାୟରେ ସଫଳତା ହାସଲ କରିବେ । ସନ୍ତାନ ସୁଖ ମିଳିବ । ଟଙ୍କା ନିବେଶ ପାଇଁ ଶୁଭ ସମୟ । ମାନ-ସମ୍ମାନ ବୃଦ୍ଧି ହେବ ।

- Advertisement -

ମିଥୁନ- ଏହି ରାଶିଙ୍କୁ ମଧ୍ୟ ଭାଗ୍ୟର ସାଥ୍‌ ମିଳିବ । ପୁରୁଣା ଅଟକି ଥିବା କାମ ପୂରଣ ହେବ । ପରିବାରରେ ଶାନ୍ତି ଓ ହସଖୁସିର ବାତାବରଣ ରହିବ । ଆର୍ଥିକ ସ୍ଥିତିରେ ମଧ୍ୟ ପରିବର୍ତ୍ତନ ହେବ ।

କନ୍ୟା- ଭାଗ୍ୟ ହଠାତ୍‌ ବଦଳିବ । ହଠାତ୍‌ ଧନ ପ୍ରାପ୍ତିର ଯୋଗ ରହିଛି । ବ୍ୟବସାୟରେ ବଡ ଲାଭ ମିଳିବ । ବୈବାହିକ ଜୀବନ ସୁଖମୟ ହେବ । ପରିଶ୍ରମର ଫଳ ମିଳିବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଅଟକି ଥିବା କାମ ପୂରଣ ହେବ ।

ଜିଏସଟି ପ୍ରଭାବ.. ୭୨,୦୦୦ ଟଙ୍କା ଶସ୍ତା ହେଲା; ଟାଟା ଟିଆଗୋ ଉପରେ ମିଳିବ ଜବରଦସ୍ତ ରିହାତି

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories