ଆରମ୍ଭ ହେଲା ଅଗଷ୍ଟ.. ମେଷ ଠାରୁ ମୀନ : ଜାଣନ୍ତୁ କିଏ ହେବେ ଧନୀ, କାହାର ଖୋଲିବ ଭାଗ୍ୟ, ମିଳିବ ଚାକିରି..

ବର୍ଷ ୨୦୨୫ର ଅଷ୍ଟମ ମାସ ଅଗଷ୍ଟ ମାସ ଆଜି ଠାରୁ ଆରମ୍ଭ ହୋଇଛି । ଜ୍ୟୋତିଷ ଦୃଷ୍ଟି କୋଣରୁ ଏହି ମାସ ଖୁବ୍‌ ଖାସ୍‌ । କାରଣ ଏହି ମାସରେ ଅନେକ ଗ୍ରହ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରିବା ସହ ରାଜଯୋଗ ସୃଷ୍ଟି କରିବେ । ତେବେ ଜାଣନ୍ତୁ ଏହି ମାସରେ କେଉଁ କେଉଁ ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ.. ମେଷ- ଏହି ରାଶିଙ୍କୁ ଅନେକ ସକରାତ୍ମକ ଫଳ ମିଳିବ । … Continue reading ଆରମ୍ଭ ହେଲା ଅଗଷ୍ଟ.. ମେଷ ଠାରୁ ମୀନ : ଜାଣନ୍ତୁ କିଏ ହେବେ ଧନୀ, କାହାର ଖୋଲିବ ଭାଗ୍ୟ, ମିଳିବ ଚାକିରି..