ବୃହସ୍ପତି ଚଳନ.. ଜୁଲାଇ ୯ପରେ ଧନରେ ଭର୍ତ୍ତି ହେବ ଏହି ରାଶିଙ୍କ ଆଲମିରା, ହେବ ବିବାହ, କିଣିବେ ଜମି, ଦୂର ହେବ ସବୁ ଚିନ୍ତା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଦେବଗୁରୁ ବୃହସ୍ପତି ୯ ଜୁଲାଇରେ ମିଥୁନ ରାଶିରେ ଉଦୟ ହେବେ । ବୃହସ୍ପତି ଉଦୟ ହେବା ଦ୍ୱାରା ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ଚମକିବ । ଏହି ରାଶିଙ୍କୁ ସନ୍ତାନ ସୁଖ, ସୁଖ-ସମୃଦ୍ଧି, ଶିକ୍ଷା, ଧନ ସହ ବିବାହର ମଧ୍ୟ ଯୋଗ ରହିଛି । ମେଷ- ଏହି ରାଶି ବ୍ୟକ୍ତି ବିଶେଷଙ୍କ ଆତ୍ମବିଶ୍ୱାସ ବୃଦ୍ଧି ହେବ । ଯାତ୍ରାର ଯୋଗ ରହିଛି … Continue reading ବୃହସ୍ପତି ଚଳନ.. ଜୁଲାଇ ୯ପରେ ଧନରେ ଭର୍ତ୍ତି ହେବ ଏହି ରାଶିଙ୍କ ଆଲମିରା, ହେବ ବିବାହ, କିଣିବେ ଜମି, ଦୂର ହେବ ସବୁ ଚିନ୍ତା..