ଦୀର୍ଘ ୧୮ ବର୍ଷ ପରେ ଜୁନ୍‌ରେ ଶକ୍ତିଶାଳୀ ରାଜଯୋଗ; ଏହି ରାଶିଙ୍କୁ ଧନୀ କରିବାକୁ ଆସୁଛନ୍ତି ଶୁକ୍ର, ମଙ୍ଗଳ, ଧନର ହେବ ବର୍ଷା, ବଢିବ ଦରମା, ହେବ ବିବାହ, ସବୁଥିରେ ମିଳିବ ସଫଳତା..

ଶୁକ୍ର ଚଳନ ୩୧ ମେ’ରେ ହେବାକୁ ଯାଉଛି । ପ୍ରେମର କାରକ ଗ୍ରହ ମଙ୍ଗଳଙ୍କ ରାଶି ମେଷ ରାଶିରେ ଚଳନ କରିବେ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଏହି ରାଶିଙ୍କୁ ଧନ ଠାରୁ ଆରମ୍ଭ କରି ସୁଖ-ସମୃଦ୍ଧି, ଭାଗ୍ୟରେ ଶୁଭ ପରିବର୍ତ୍ତନ ହେବ । ପ୍ରେମ, ବୈଭବ, ଧନ, ସୌନ୍ଦର୍ଯ୍ୟ, ସୁଖସମୃଦ୍ଧିର କାରକ ଶୁକ୍ର ଗ୍ରହ ୩୧ ମେ’ରେ ପୂର୍ବାହ୍ନ … Continue reading ଦୀର୍ଘ ୧୮ ବର୍ଷ ପରେ ଜୁନ୍‌ରେ ଶକ୍ତିଶାଳୀ ରାଜଯୋଗ; ଏହି ରାଶିଙ୍କୁ ଧନୀ କରିବାକୁ ଆସୁଛନ୍ତି ଶୁକ୍ର, ମଙ୍ଗଳ, ଧନର ହେବ ବର୍ଷା, ବଢିବ ଦରମା, ହେବ ବିବାହ, ସବୁଥିରେ ମିଳିବ ସଫଳତା..