ସୂର୍ଯ୍ୟ କରିବେ ଚଳନ ; ଏକାଠି ହେବେ ବୁଧ,ବୃହସ୍ପତି, ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ଜାଣନ୍ତୁ କେଉଁଥିରେ ମିଳିବ ସଫଳତା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହଙ୍କ ଚଳନକୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି କୁହାଯାଏ। ବିଶେଷ କରି ଗ୍ରହଙ୍କ ରାଜା ସୂର୍ଯ୍ୟ ରାଶି ପରିବର୍ତ୍ତନ କରିବା ଦ୍ୱାରା ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ। ଜୁନ୍‌ ୬ରେ ବୁଧ ଗ୍ରହ ମିଥୁନ ରାଶିରେ ପ୍ରବେଶ କରିଛନ୍ତି । ଏଠାରେ ପୂର୍ବରୁ ବୃହସ୍ପତି ଏଠାରେ ବିରାଜମାନ ରହିଛନ୍ତି । ୧୫ ଜୁନ୍‌ ୨୦୨୫ରେ ସୂର୍ଯ୍ୟ ବୃଷ ରାଶିରୁ ମିଥୁନ ରାଶିରେ ପ୍ରବେଶ କରିବେ । ଏହି ଚଳନ … Continue reading ସୂର୍ଯ୍ୟ କରିବେ ଚଳନ ; ଏକାଠି ହେବେ ବୁଧ,ବୃହସ୍ପତି, ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ଜାଣନ୍ତୁ କେଉଁଥିରେ ମିଳିବ ସଫଳତା..