www.samajalive.in
Sunday, December 7, 2025
23.1 C
Bhubaneswar

୫୦ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କୁ ମିଳିବ ଖାଲି ସଫଳତା, ହେବେ ମାଲାମାଲ୍‌, ବଢିବ ଦରମା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ନିର୍ଦ୍ଦିଷ୍ଟ ସମୟାନୁସାରେ ଗୋଟିଏ ରାଶିରୁ ଆଉ ଏକ ରାଶିକୁ ଚଳନ କରି ଥାନ୍ତି । ଗ୍ରହଙ୍କ ଚଳନ ଫଳରେ ତ୍ରିଗ୍ରହୀ ଓ ଚର୍ତୁଃଗ୍ରହୀ ଯୋଗ ମଧ୍ୟ ସୃଷ୍ଟି ହୋଇଥାଏ । ଜୁନ୍‌ ମାସରେ ବୁଧ ଓ ସୂର୍ଯ୍ୟ ଚଳନ କରିବେ । ସୁଖ-ସମୃଦ୍ଧିର କାରକ ବୃହସ୍ପତି ମଧ୍ୟ ଚଳନ କରିବେ । ତେବେ ଏହି ସମୟରେ ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବ । ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟବାନ୍‌ ହେବେ । ଜାଣନ୍ତୁ..

ବୃଷ- ଏହି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ବଡ ପରିବର୍ତ୍ତନ ହେବ । ଏମାନଙ୍କୁ ହଠାତ୍‌ ଧନ ମିଳିବ । ବ୍ୟବସାୟରେ ମଧ୍ୟ ଉନ୍ନତି ହେବ । ଆୟର ନୂଆ ସ୍ରୋତ ସାମ୍ନାକୁ ଆସିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ପାରିବାରିକ ଜୀବନରେ ସୁଖ-ଶାନ୍ତି ବୃଦ୍ଧି ହେବ । ଅନେକ ଦିନର ଇଚ୍ଛା ପୂରଣ ହେବ ।

- Advertisement -

ତୁଳା- ଏହି ରାଶିଙ୍କୁ ସକରାତ୍ମକ ଫଳ ମିଳିବ । ବିଦେଶ ଯାତ୍ରାର ଯୋଗ ରହିଛି । ଭାଗ୍ୟ ଚମକିବ । ଦେଶ ବିଦେଶ ଯାତ୍ରାର ଯୋଗ ରହିଛି । ମାଙ୍ଗଳିକ କାର୍ଯ୍ୟର ଯୋଗ ରହିଛି । ଅଟକି ଥିବା କାମରେ ସଫଳତା ମିଳିବ ।

ସିଂହ- ଆୟ ସହ ଆର୍ଥିକ ସ୍ଥିତି ମଜଭୁତ ହେବ । ଆୟରେ ଜବରଦସ୍ତ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ନୂଆ ନୂଆ ସୁଯୋଗ ମିଳିବ । ପଦନ୍ନୋତିର ଯୋଗ ରହିଛି । ଅଧିକାରୀଙ୍କ ସହଯୋଗ ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ହଠାତ୍‌ ଧନ ଲାଭ ହେବ ।

ଭାରତ-ପାକିସ୍ତାନ ଉତ୍ତେଜନା ; ରେଳବାଇ ନେଲା ବଡ ନିଷ୍ପତ୍ତି

 

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories