୫୦ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କୁ ମିଳିବ ଖାଲି ସଫଳତା, ହେବେ ମାଲାମାଲ୍‌, ବଢିବ ଦରମା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ନିର୍ଦ୍ଦିଷ୍ଟ ସମୟାନୁସାରେ ଗୋଟିଏ ରାଶିରୁ ଆଉ ଏକ ରାଶିକୁ ଚଳନ କରି ଥାନ୍ତି । ଗ୍ରହଙ୍କ ଚଳନ ଫଳରେ ତ୍ରିଗ୍ରହୀ ଓ ଚର୍ତୁଃଗ୍ରହୀ ଯୋଗ ମଧ୍ୟ ସୃଷ୍ଟି ହୋଇଥାଏ । ଜୁନ୍‌ ମାସରେ ବୁଧ ଓ ସୂର୍ଯ୍ୟ ଚଳନ କରିବେ । ସୁଖ-ସମୃଦ୍ଧିର କାରକ ବୃହସ୍ପତି ମଧ୍ୟ ଚଳନ କରିବେ । ତେବେ ଏହି ସମୟରେ ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବ । ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଲେ … Continue reading ୫୦ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କୁ ମିଳିବ ଖାଲି ସଫଳତା, ହେବେ ମାଲାମାଲ୍‌, ବଢିବ ଦରମା..