www.samajalive.in
Saturday, December 6, 2025
26.1 C
Bhubaneswar

ମେ’ରେ ଶକ୍ତିଶାଳୀ ଯୋଗ : ଏହି ରାଶି ପାଇବେ ସବୁକିଛି, ହେବେ ମାଲାମାଲ୍‌, ବଢିବ ଦରମା, ମିଳିବ ଚାକିରି..

ମେ’ ମାସ ଆରମ୍ଭ ହେବାକୁ ଆଉ ଅଳ୍ପ ଦିନ ବାକି । ଏହି ମାସକୁ ଖାସ୍‌ ବୋଲି କୁହାଯାଇଛି । ଏହି ମାସ ୩ ଶକ୍ତିଶାଳୀ ଗ୍ରହ ବୁଧ, ଗୁରୁ ଓ ଶୁକ୍ର ଚଳନ କରିବେ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିବ । ମାତ୍ର ଏଭଳି କିଛି ରାଶି ରହିଛି, ଯାହାଙ୍କୁ ଅତି ଶୁଭଫଳ ମିଳିବ । ଏମାନଙ୍କ ଦରମା ବୃଦ୍ଧି ସହ ଆର୍ଥିକ ଲାଭ ହେବ । ଜାଣନ୍ତୁ..

ମେଷ- ଜୀବନରେ ଖୁସିର ଆଗମନ ହେବ । ପଦନ୍ନୋତି ସହ ଦରମା ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗ ସହ ପ୍ରଶଂସା ମିଳିବ । ମାଙ୍ଗଳିକ କାର୍ଯ୍ୟର ଯୋଗ ରହିଛି । ଯାତ୍ରାର ଯୋଗ ରହିଛି ।

- Advertisement -

ସିଂହ- ଏହି ରାଶିଙ୍କୁ ଶୁଭଫଳ ମିଳିବ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ସରକାରୀ କ୍ଷେତ୍ରରେ ଲାଭ ମିଳିବ । ଖୁସି ଖବର ମିଳିବ । ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ । ଧନ ଲାଭର ଯୋଗ ରହିଛି । ହଠାତ୍‌ ଧନ ପ୍ରାପ୍ତି ହେବ । ଜୀବନସାଥୀଙ୍କ ସହ ହସଖୁସିରେ ଜୀବନ ଅତିବାହିତ କରିବେ ।

କର୍କଟ- ନୂଆ ଚାକିରି ମିଳିବାର ଯୋଗ ରହିଛି । ବଡ ଦାୟିତ୍ୱ ମିଳିବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି । ବିଦେଶ ଯାତ୍ରାର ଯୋଗ ରହିଛି । ଭାଗ୍ୟର ସମ୍ପୂର୍ଣ୍ଣ ସାଥ୍‌ ମିଳିବ ।

ଦେଖନ୍ତୁ ଭିଡିଓ ; ଏହି ଏଟିଏମରେ ସୁନା ଦେଲେ ମିଳେ ଟଙ୍କା

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories