www.samajalive.in
Sunday, December 7, 2025
13.1 C
Bhubaneswar

୫୦୦ ବର୍ଷ ପରେ ମେ’ରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, କିଣିବେ ଘର, ହେବେ ଭାଗ୍ୟଶାଳୀ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗୁରୁ ଗ୍ରହ ମେ’୧୪ରେ ମିଥୁନ ରାଶିରେ ପ୍ରବେଶ କରିବେ । ଏହାପରେ ୧୮ ଅକ୍ଟୋବରରେ କର୍କଟ ରାଶିରେ ପ୍ରବେଶ କରିବେ । ଏହି ସମୟରେ ଶନି ଓଲଟା ଚଳନ ମଧ୍ୟ କରିବେ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭଙ୍କର ହେବ । ଏହି ରାଶି ହଠାତ୍‌ ଧନୀ ହେବେ । ଜାଣନ୍ତୁ..

ମିଥୁନ- ଏହି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଭାଗ୍ୟର ସମ୍ପୂର୍ଣ୍ଣ ସାଥ୍‌ ମିଳିବ । ଭୂମି, ଯାନ କିଣିବାର ଯୋଗ ରହିଛି । ପରିବାରରେ ଥିବା ସମସ୍ୟା ଦୂର ହେବ ।

- Advertisement -

ବୃଷ- ସମୟ ଅନକୂଳ ରହିଛି । ହଠାତ୍‌ ଧନ ଲାଭ ହେବ । ବ୍ୟବସାୟରେ ବଡ ଲାଭ ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ ।

ମୀନ- ସୁଖସମୃଦ୍ଧି ବୃଦ୍ଧି ହେବ । ନୂଆ ଭୂମି, ଗାଡି କିଣିବାର ଯୋଗ ରହିଛି । ଜୀବନରେ ଥିବା ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ତୁଳା- ବ୍ୟବସାୟରେ ବଡ ଲାଭ ମିଳିବ । ବୈବାହିକ ଜୀବନ ସୁଖମୟ ହେବ । ଜୀବନରେ ସୁଖସମୃଦ୍ଧି ବୃଦ୍ଧି ହେବ । ହସଖୁସିରେ ସମୟ ଅତିବାହିତ କରିବେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories