୫୦ ବର୍ଷ ପରେ ତ୍ରିଗ୍ରହୀ ପୁଣି ଚର୍ତୁଗ୍ରହୀ ଯୋଗ: ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଦୀର୍ଘ ୫୦ ବର୍ଷ ପରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଓ କେତୁ ଏକାଠି ହେବା ଫଳରେ ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବାକୁ ଯାଉଛି । ଏହି ଯୋଗ ଖୁବ୍‌ ଖାସ୍‌ ହେବା ସହ ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଥାଏ । ସେହିପରି ୧୫ ସେପ୍ଟେମ୍ବରରେ ଶୁକ୍ର ମଧ୍ୟ ସିଂହ ରାଶିରେ ପ୍ରବେଶ କରିବା କାରଣରୁ ଚର୍ତୁଗ୍ରହୀ ଯୋଗ ମଧ୍ୟ ସୃଷ୍ଟି ହେବ । ଏହି ୨ଟି ଦୁର୍ଲ୍ଲଭ ଯୋଗ … Continue reading ୫୦ ବର୍ଷ ପରେ ତ୍ରିଗ୍ରହୀ ପୁଣି ଚର୍ତୁଗ୍ରହୀ ଯୋଗ: ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..