www.samajalive.in
Saturday, December 6, 2025
16.1 C
Bhubaneswar

ଜାନୁଆରୀ ୧୦ ଏକାଦଶୀରେ ଅତ୍ୟନ୍ତ ଶୁଭ ଯୋଗ ; ଏହି ୫ ରାଶି ହେବେ ଭାଗ୍ୟଶାଳୀ..

ଚଳିତ ବର୍ଷ ବୈକୁଣ୍ଠ ଏକାଦଶୀ ୧୦ ଜାନୁଆରୀ ରେ ପାଳନ କରାଯିବ । ଏହି ଏକାଦଶୀରେ ୨ଟି ବଡ ଶୁଭ ଯୋଗ ସୃଷ୍ଟି ହେବାକୁ ଯାଉଛି । ଜ୍ୟୋର୍ତିବିଦ୍‌ଙ୍କ ମତାନୁସାରେ ଏହି ଶୁଭ ଯୋଗ ଫଳରେ ୫ ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ..

ମେଷ – ଏହି ରାଶି ବ୍ୟକ୍ତି ବିଶେଷଙ୍କ କର୍ମକ୍ଷେତ୍ରରେ ନୂଆ ନୂଆ ସୁଯୋଗ ସହ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିବ । ବ୍ୟବସାୟ ଓ ଚାକିରି କ୍ଷେତ୍ରରେ ଏହି ସମୟ ଖୁବ୍‌ ଶୁଭଙ୍କର ।

- Advertisement -

କର୍କଟ – ବ୍ୟବସାୟୀ ଲାଭବାନ୍‌ ହେବେ । ସହଜରେ ଧନ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ତୁଳା – କର୍ମକ୍ଷେତ୍ରରେ ସଫଳତା ମିଳିବ । ଚାକିରିରେ ପଦନ୍ନୋତି ସହ ଦରମା ବୃଦ୍ଧିର ଯୋଗ ରହିଛି । ମାନସିକ ଓ ଶରୀରିକ ଶାନ୍ତି ମିଳିବ ।

ଧନୁ – ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ଘରେ ହସଖୁସିର ପରିବଶେ ରହିବ । ପରିବାର ଲୋକଙ୍କ ସହାୟତାରେ ଏକ ବଡ କାର୍ଯ୍ୟ ପୂରଣ ହେବ ।

ମୀନ – ବ୍ୟବସାୟୀଙ୍କୁ ନୂଆ ସୁଯୋଗ ମିଳିବ । ଚାକିରି କ୍ଷେତ୍ରରେ ଆର୍ଥିକ ଲାଭର ଯୋଗ ରହିଛି । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଉନ୍ନତି ହେବ ।

ଅଧିକ ଶୁଭଫଳ ପାଇଁ ଏହି ଦିନ ସକାଳେ ସ୍ନାନ କରି ଭଗବାନ ବିଷ୍ଣୁ ଓ ମା’ ଲକ୍ଷ୍ମୀଙ୍କୁ ପୂଜାଚ୍ଚର୍ନା କରନ୍ତୁ । ଭଗବାନଙ୍କୁ ତୁଳସୀ ଅର୍ପଣ କରନ୍ତୁ । ତୁଳସୀଙ୍କ ନିକଟରେ ଜଳ ଅର୍ପଣ କରି ଲାଲ ରଙ୍ଗର ରେଶମୀ ସୂତା ବାନ୍ଧନ୍ତୁ।

ମକର ସଂକ୍ରାନ୍ତିରେ ଅତ୍ୟନ୍ତ ଶୁଭ ସଂଯୋଗ ; ଏହି ୫ ରାଶିଙ୍କ ଭାଗ୍ୟ ଚମକାଇବେ ସୂର୍ଯ୍ୟ, ହେବ ଧନ ବର୍ଷା, ମିଳିବ ଚାକିରି, ସୁଖମୟ ଦାମ୍ପତ୍ୟ ଜୀବନ..

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories