www.samajalive.in
Wednesday, November 12, 2025
28.1 C
Bhubaneswar

କନ୍ୟା ରାଶିରେ ପ୍ରବେଶ କରିବେ ଶୁକ୍ର: ଏହି ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶୁକ୍ରଙ୍କ ଚଳନର ବିଶେଷ ପ୍ରଭାବ ରହିଛି । ଶୁକ୍ର ସୌନ୍ଦର୍ଯ୍ୟ, କଳା, ପ୍ରେମ, ଆକର୍ଷଣ, ଭୌତିକୁ ସୁଖ, ବିବାହ, ଦାମ୍ପତ୍ୟ ଜୀବନ, ଧନ-ବୈଭବ, ଆଭୂଷଣର କାରକ ବୋଲି କୁହାଯାଏ । ୯ ଅକ୍ଟୋବରରେ ଶୁକ୍ର କନ୍ୟା ରାଶିରେ ପ୍ରବେଶ କରିବେ । ଏହାର ପ୍ରଭାବ ସମସ୍ତ ରାଶି ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତିି ବିଶେଷ ଭାଗ୍ୟବାନ୍‌ ହେବେ । ଜାଣନ୍ତୁ..

ମେଷ- କର୍ମକ୍ଷେତ୍ରରେ ଜବରଦସ୍ତ ଲାଭ ମିଳିବ । ଆୟରେ ବୃଦ୍ଧି ହେବ । ଗୋଟିଏ ପରେ ଗୋଟିଏ କାମରେ ସଫଳତା ପାଇବେ । ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମ ଓ ପରିବାରରେ ସମ୍ପର୍କରେ ମଧୁରତା ରହିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

- Advertisement -

ମିଥୁନ- ଆର୍ଥିକ କ୍ଷେତ୍ରରେ ଲାଭବାନ୍‌ ହେବେ । ଜୀବନରେ ଅନେକ ସକରାତ୍ମକ ପରିବର୍ତ୍ତନ ହେବ । ଟଙ୍କା ଭାବିଚିନ୍ତି ନିବେଶ କରନ୍ତୁ । କର୍ମକ୍ଷେତ୍ରରେ ନୂଆ ନୂଆ ସୁଯୋଗ ମିଳିବ । ଯାତ୍ରାର ଯୋଗ ରହିଛି । ଭବିଷ୍ୟତ ପାଇଁ ଆର୍ଥିକ ସ୍ଥିତି ମଜଭୁତ ହେବ ।

କନ୍ୟା- ଏହି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଭାଗ୍ୟର ସମ୍ପୂର୍ଣ୍ଣ ସହଯୋଗ ମିଳିବ । ଧନ-ସମ୍ପତ୍ତି ବୃଦ୍ଧି ହେବ । ପ୍ରେମ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂଆ କାମ ଆରମ୍ଭ କରିବେ ।

Hot this week

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ଫୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା...

ଏସ୍‌ଆଇ ସ୍କାମ୍‌ : ଶଙ୍କରର କେୟାର ଟେକର ଗିରଫ

ଭୁବନେଶ୍ବର: ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର...

ତ୍ରୁଟିଶୂନ୍ୟ ମ୍ୟାଚ୍‌ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ...

Related Articles

Popular Categories